2 ଶାମୁୟେଲ 13:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)36 ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ। Gade chapit laଓଡିଆ ବାଇବେଲ36 ସେ ଏହି କଥା କହିବା ସମାପ୍ତ କଲା କ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ। Gade chapit laପବିତ୍ର ବାଇବଲ36 ଏହା କହି ସାରିବା ପରେ ରାଜକୁମାରଗଣ ଆସି ସେଠାରେ ପହଞ୍ଚି ଗଲେ ଏବଂ ସେମାନେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ୟ କାନ୍ଦିବାକୁ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ। Gade chapit la |