2 ଶାମୁୟେଲ 13:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)37 ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୁରର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ। Gade chapit laଓଡିଆ ବାଇବେଲ37 ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ। Gade chapit laପବିତ୍ର ବାଇବଲ37 ତାଙ୍କର ପୁତ୍ର ଅମ୍ନୋନଙ୍କ ପାଇଁ ଦାଉଦ ବହୁତ ଦିନ ଶୋକ କଲେ। ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୁରର ପୁତ୍ର ତଲ୍ମୟ ନିକଟକୁ ଯାଇଥିଲା। Gade chapit la |
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”