2 ଶାମୁୟେଲ 13:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା। Gade chapit laପବିତ୍ର ବାଇବଲ (Re-edited) - (BSI)38 ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା। Gade chapit laଓଡିଆ ବାଇବେଲ38 ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା। Gade chapit laପବିତ୍ର ବାଇବଲ38 ଏହା ପରେ ଅବଶାଲୋମ ଗଶୂରକୁ ପଳାଇ ସେଠାରେ ତିନି ବର୍ଷ ଧରି ରହିଲା। Gade chapit la |
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”