Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ପିଠା ପ୍ରସ୍ତୁତ କରି ତାହା ପାକ କଲା।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।

Gade chapit la Kopi

ପବିତ୍ର ବାଇବଲ

8 ଯେତେବେଳେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା, ସେତେବେଳେ ସେ ଶଯ୍ୟାରେ ଥିଲା। ତେଣୁ ତାମର ଚକଟା ମଇଦା ନେଇ ଦଳି ଅମ୍ନୋନ ଦେଖୁଥିବା ବେଳେ ପିଠା ପ୍ରସ୍ତୁତ କରି ତାକୁ ପାକ କଲା।

Gade chapit la Kopi




2 ଶାମୁୟେଲ 13:8
4 Referans Kwoze  

ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।


ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”


ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।


“ଯେକେହି ଆପଣା ଭଗିନୀ, ଅର୍ଥାତ୍‍, ଆପଣା ପିତୃଙ୍କ କନ୍ୟା କି ଆପଣା ମାତୃଙ୍କ କନ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


Swiv nou:

Piblisite


Piblisite