Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ରାଜା କହିଲେ, କେହି ଯେବେ ତୁମ୍ଭକୁ କିଛି କହେ, ତାକୁ ମୋʼ କତିକି ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋ’ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ରାଜା କହିଲେ, “କେହି ଯଦି ତୁମ୍ଭକୁ କିଛି କହେ, ତାକୁ ମୋ’ ସମ୍ମୁଖକୁ ଆଣ ଏବଂ ସେ ତୁମ୍ଭର ଆଉ ବିବ୍ରତ କରିବ ନାହିଁ।”

Gade chapit la Kopi




2 ଶାମୁୟେଲ 14:10
3 Referans Kwoze  

ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”


ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”


ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”


Swiv nou:

Piblisite


Piblisite