Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେତେବେଳେ ସେ ସ୍ତ୍ରୀ କହିଲା, ଆପଣଙ୍କ ଦାସୀକି ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ; ସେ କହିଲେ, କୁହ।

Gade chapit la Kopi

ଓଡିଆ ବାଇବେଲ

12 ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”

Gade chapit la Kopi

ପବିତ୍ର ବାଇବଲ

12 ସେ କହିଲା, “ମୋର ରାଜା ସଦାପ୍ରଭୁ ଦୟାକରି ମୋତେ କିଛି କହିବା ପାଇଁ ଦିଅନ୍ତୁ।” ତା'ପରେ ରାଜା ଉତ୍ତର ଦେଲେ, “ତୁମ୍ଭେ କୁହ।”

Gade chapit la Kopi




2 ଶାମୁୟେଲ 14:12
10 Referans Kwoze  

ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।


ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।


ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”


ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।


ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”


ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।


ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”


ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”


Swiv nou:

Piblisite


Piblisite