2 ଶାମୁୟେଲ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଆପଣଙ୍କ ଦାସୀ ଆହୁରି କହିଲା, ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କ ସଙ୍ଗେ ଥାଉନ୍ତୁ। Gade chapit laଓଡିଆ ବାଇବେଲ17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।” Gade chapit laପବିତ୍ର ବାଇବଲ17 ମୁଁ ଜାଣେ ମୋର ମୁନିବଙ୍କର କଥା, ନିଶ୍ଚିତ ଭାବରେ ମୋତେ ବିଶ୍ରାମ ଦେବ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ୱରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭୁଲ୍ ଏବଂ ସଦାପ୍ରଭୁ ଆପଣଙ୍କର ପରମେଶ୍ୱର ସର୍ବଦା ଆପଣଙ୍କ ପାଖରେ ଅଛନ୍ତି।” Gade chapit la |