2 ଶାମୁୟେଲ 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼ ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକି କହିଲେ, ଭଲା ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼଠାରୁ ଗୋପନ କରିବ ନାହିଁ। ତହୁଁ ସେହି ସ୍ତ୍ରୀ କହିଲା, ମୋର ପ୍ରଭୁ ମହାରାଜ କହନ୍ତୁ। Gade chapit laଓଡିଆ ବାଇବେଲ18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋ’ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।” Gade chapit laପବିତ୍ର ବାଇବଲ18 ରାଜା ଦାଉଦ ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭକୁ କେତେକ ପ୍ରଶ୍ନ ପଗ୍ଭରିବି। ତୁମ୍ଭେ ତା'ର ଉତ୍ତର ଦେବ।” ସ୍ତ୍ରୀଲୋକଟି କହିଲା, “ହେ ମୋର ପ୍ରଭୁ, ଆପଣଙ୍କର ପ୍ରଶ୍ନ ପଗ୍ଭରନ୍ତୁ।” Gade chapit la |
ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।