Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ସୌନ୍ଦର୍ଯ୍ୟ ହେତୁ ଅତି ପ୍ରଶଂସନୀୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁ; ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ସୁନ୍ଦର ଯୁବକ କେହି ନ ଥିଲେ। ଲୋକମାନେ ତା'ର ସୌନ୍ଦର୍ଯ୍ୟକୁ ପ୍ରଶଂସା କରୁଥିଲେ। ତା'ର ପାଦରୁ ମସ୍ତକ ପର୍ଯ୍ୟନ୍ତ କେଉଁଠାରେ ଖୁଣ ନ ଥିଲା।

Gade chapit la Kopi




2 ଶାମୁୟେଲ 14:25
11 Referans Kwoze  

ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।


ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।


ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;


ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”


ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


ମାତ୍ର, ତୁମ୍ଭେ କାହିଁକି ଏପରି କରୁଅଛ ବୋଲି କହି ତାହାର ପିତା ତାହାକୁ କୌଣସି ସମୟରେ ଅସନ୍ତୁଷ୍ଟ କରି ନ ଥିଲେ। ମଧ୍ୟ ସେ ଅତି ସୁନ୍ଦର ପୁରୁଷ ଓ ଅବଶାଲୋମ ଉତ୍ତାରେ ଜାତ ହୋଇଥିଲା।


ସେମାନଙ୍କ କଟିରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।


Swiv nou:

Piblisite


Piblisite