Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତାହାର ମସ୍ତକର କେଶ ଭାରୀ ହେବାରୁ ସେ ତାହା କଟାଏ, ଏରୂପେ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।

Gade chapit la Kopi

ଓଡିଆ ବାଇବେଲ

26 ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

26 ତା’ ମୁଣ୍ଡରେ ବାଳ ଭାରୀ ହେବାରୁ ସେ ତାକୁ କାଟିଲା। ପ୍ରତି ବର୍ଷ ତା’ ମୁଣ୍ଡରୁ 200 ଶେକଲ ବାଳ ବାହାରେ।

Gade chapit la Kopi




2 ଶାମୁୟେଲ 14:26
7 Referans Kwoze  

ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।


ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,


ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।


ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।


ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।


Swiv nou:

Piblisite


Piblisite