Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବକୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ଵିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

29 ଅବଶାଲୋମ ଯୋୟାବଙ୍କ ନିକଟକୁ ଖବର ପଠାଇଲେ। ତାଙ୍କ ତରଫରୁ ରାଜାଙ୍କ ସମ୍ମୁଖକୁ ଯିବା ପାଇଁ। କିନ୍ତୁ ଯୋୟାବ ଆସିବାକୁ ଓ ଦେଖା କରିବାକୁ ମନା କରି ଦେଲା। ଅବଶାଲୋମ ଦ୍ୱିତୀୟ ଥର ତାଙ୍କୁ ଡକାଇଲେ, କିନ୍ତୁ ସେ ଆସିବାକୁ ମନା କଲେ।

Gade chapit la Kopi




2 ଶାମୁୟେଲ 14:29
4 Referans Kwoze  

ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।


ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।


ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।


Swiv nou:

Piblisite


Piblisite