Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ। ଏଉତ୍ତାରେ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ। ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।

Gade chapit la Kopi

ପବିତ୍ର ବାଇବଲ

3 ରାଜାଙ୍କ ନିକଟକୁ ଯାଇ ମୁଁ ତୁମ୍ଭକୁ ଯାହା କୁହେ ସେହି ବାକ୍ୟ ତାଙ୍କୁ କୁହ, ତା'ପରେ ଯୋୟାବ ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ ଯାହା କହିବା ପାଇଁ ହେବ କହିଲେ।”

Gade chapit la Kopi




2 ଶାମୁୟେଲ 14:3
9 Referans Kwoze  

ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।


ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।


ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।”


ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍‍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ।


ସେତେବେଳେ ସଦାପ୍ରଭୁ ବିଲୀୟମ୍‍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”


ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”


ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।


Swiv nou:

Piblisite


Piblisite