Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ। ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇ ଦେଲେ।

Gade chapit la Kopi

ଓଡିଆ ବାଇବେଲ

30 ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

30 ତେଣୁ ଅବଶାଲୋମ ତା'ର କର୍ମଗ୍ଭରୀମାନଙ୍କୁ କହିଲେ, “ଦେଖ, ଯୋୟାବର କ୍ଷେତ ଠିକ୍ ମୋର କ୍ଷେତ ପାଖରେ ଏବଂ ସେ ସେଥିରେ ବାର୍ଲୀ ଗ୍ଭଷ କରିଛି। ତୁମ୍ଭେମାନେ ଯାଅ ଓ ତାକୁ ପୋଡ଼ି ଦିଅ।” ତେଣୁ ଅବଶାଲୋମର ଲୋକମାନେ ଗଲେ ଓ ନିଆଁ ଲଗାଇ ଦେଲେ।

Gade chapit la Kopi




2 ଶାମୁୟେଲ 14:30
9 Referans Kwoze  

ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍‍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍‍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।


ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”


ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।


ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”


ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।


Swiv nou:

Piblisite


Piblisite