2 ଶାମୁୟେଲ 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?” Gade chapit laପବିତ୍ର ବାଇବଲ (Re-edited) - (BSI)31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ? Gade chapit laଓଡିଆ ବାଇବେଲ31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋ’ କ୍ଷେତ୍ରରେ ନିଆଁ ଲଗାଇଲେ ?” Gade chapit laପବିତ୍ର ବାଇବଲ31 ଯୋୟାବ ଉଠି ଅବଶାଲୋମର ଗୃହକୁ ଆସିଲେ। ଯୋୟାବ ଅବଶାଲୋମକୁ କହିଲା, “କାହିଁକି ତୁମ୍ଭର ଦାସମାନେ ମୋ’ ବିଲରେ ନିଆଁ ଲଗାଇଲେ?” Gade chapit la |
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”