Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 14:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ଵନ କଲେ।

Gade chapit la Kopi

ଓଡିଆ ବାଇବେଲ

33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ବନ କଲେ।

Gade chapit la Kopi

ପବିତ୍ର ବାଇବଲ

33 ତା'ପରେ ଯୋୟାବ ଯାଇ ରାଜାଙ୍କୁ ଏ କଥା ଜଣାଇଲା। ତା'ପରେ ରାଜା ଅବଶାଲୋମକୁ ପାଖକୁ ଡକାଇଲେ, ସେ ଆସି ରାଜାଙ୍କୁ ଭୂମିଷ୍ଟ ପ୍ରଣାମ କଲା, ରାଜା ଅବଶାଲୋମକୁ ଚୁମ୍ବନ କଲେ।

Gade chapit la Kopi




2 ଶାମୁୟେଲ 14:33
7 Referans Kwoze  

ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।


ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”


ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।


ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।


ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”


Swiv nou:

Piblisite


Piblisite