Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ଵମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଜଣ ରଖିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଅବଶାଲୋମ ଗୋଟିଏ ରଥ ଓ ଅଶ୍ୱମାନ ପାଇଲା। ଆଉ ସେ ଯେତେବେଳେ ଘୋଡ଼ାଗାଡ଼ି ଆରୋହଣ କଲା, ପଗ୍ଭଶ୍ ଜଣ ଲୋକ ତା’ ସମ୍ମୁଖକୁ ଦୌଡ଼ି ଆସିଲେ।

Gade chapit la Kopi




2 ଶାମୁୟେଲ 15:1
11 Referans Kwoze  

ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।


କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।


ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।


ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।


ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।


ତହିଁରେ, ରାଜା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ସଙ୍ଗେ ନେଇ ଓ ମୋʼ ପୁତ୍ର ଶଲୋମନକୁ ମୋʼ ନିଜ ଖଚରରେ ଆରୋହଣ କରାଇ ଗୀହୋନ ଝରଣାକୁ ନେଇଯାଅ।”


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


Swiv nou:

Piblisite


Piblisite