Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ଼୍‍ଗଧାରରେ ନଗର ଆଘାତ କରିବ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”

Gade chapit la Kopi

ପବିତ୍ର ବାଇବଲ

14 ଏଥିରେ ଦାଉଦ ତାଙ୍କ ସହିତ ଥିବା ସମସ୍ତ ଦାସ ଯେଉଁମାନେ ଯିରୁଶାଲମରେ ଥିଲେ ତାଙ୍କୁ କହିଲେ ଯେ, “ଆମ୍ଭେମାନେ ଏଠାରୁ ପଳାଇବା, ନଚେତ୍ ଅବଶାଲୋମ ଆମ୍ଭକୁ କାହାରିକୁ ଛାଡ଼ିବ ନାହିଁ। ଆଉ ସେ ଆମ୍ଭମାନଙ୍କୁ ଧ୍ୱଂସ କରିବ ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ହତ୍ୟା କରିବ।”

Gade chapit la Kopi




2 ଶାମୁୟେଲ 15:14
12 Referans Kwoze  

ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।


ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”


ଆଉ, ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି; ପୁଣି, ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି।


ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।”


ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।


ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।


ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”


ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”


Swiv nou:

Piblisite


Piblisite