2 ଶାମୁୟେଲ 15:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। ପୁଣି ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପନିୀ ଛାଡ଼ିଗଲେ। Gade chapit laଓଡିଆ ବାଇବେଲ16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ। Gade chapit laପବିତ୍ର ବାଇବଲ16 ତାଙ୍କର ଘର ଜଗିବା ପାଇଁ ଦଶ ଜଣ ଉପପତ୍ନୀଙ୍କୁ ଛାଡ଼ି ଅନ୍ୟ ସମସ୍ତେ ସେ ସ୍ଥାନରୁ ପଳାୟନ କଲେ। Gade chapit la |