Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରିଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଛ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।

Gade chapit la Kopi

ଓଡିଆ ବାଇବେଲ

19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।

Gade chapit la Kopi

ପବିତ୍ର ବାଇବଲ

19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ସଙ୍ଗରେ ଯାଉଛ? ଫେରିଯାଅ, ରାଜାଙ୍କ ସହିତ ରହିଯାଅ। କାରଣ ତୁମ୍ଭେ ତ ଜଣେ ବିଦେଶୀ। ତୁମ୍ଭେ ମଧ୍ୟ ନିର୍ବାସିତ ଲୋକ, ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।

Gade chapit la Kopi




2 ଶାମୁୟେଲ 15:19
4 Referans Kwoze  

ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”


ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”


ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”


Swiv nou:

Piblisite


Piblisite