2 ଶାମୁୟେଲ 15:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ, ଯେବେ ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ। Gade chapit laଓଡିଆ ବାଇବେଲ26 ‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।” Gade chapit laପବିତ୍ର ବାଇବଲ26 କିନ୍ତୁ ଯଦି ସଦାପ୍ରଭୁ ମୋ’ ଉପରେ ସଦୟ ନୁହନ୍ତି ବୋଲି କହନ୍ତି, ତେବେ ସେ ଯାହା ଗ୍ଭହିଁବେ ମୋ’ ଉପରେ ତାହା କରି ପାରିବେ।” Gade chapit la |