2 ଶାମୁୟେଲ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ। Gade chapit laଓଡିଆ ବାଇବେଲ27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ। Gade chapit laପବିତ୍ର ବାଇବଲ27 ରାଜା ଯାଜକ ସାଦୋକକୁ କହିଲେ, “ତୁମ୍ଭେ ଜଣେ ସିଦ୍ଧ ପୁରୁଷ। ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଅହୀମାସ୍ ଓ ଅବିୟାଥରର ପୁତ୍ର ଯୋନାଥନ ନିରାପଦରେ ନଗରକୁ ଫେରିଯାଅ। Gade chapit la |