Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଦେଖ, ତୁମ୍ଭମାନଙ୍କଠାରୁ ମୋʼ ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟି ପାଖରେ ଅପେକ୍ଷା କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଦେଖ, ତୁମ୍ଭମାନଙ୍କଠାରୁ ମୋʼଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ବିଳମ୍ଵ କରିବି।

Gade chapit la Kopi

ଓଡିଆ ବାଇବେଲ

28 ଦେଖ, ତୁମ୍ଭମାନଙ୍କଠାରୁ ମୋ’ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ଅପେକ୍ଷା କରିବି।”

Gade chapit la Kopi

ପବିତ୍ର ବାଇବଲ

28 ତୁମ୍ଭମାନଙ୍କଠାରୁ ମୋ’ ପାଖକୁ ତଥ୍ୟ ବାର୍ତ୍ତା ଆସିବା ପର୍ଯ୍ୟନ୍ତ ଯେଉଁଠାରେ ମରୁଭୂମିକୁ ଯିବା ପାଇଁ ନଦୀ ପାରି ହୁଅନ୍ତି ସେଠାରେ ମୁଁ ଅପେକ୍ଷା କରି ରହିବି।”

Gade chapit la Kopi




2 ଶାମୁୟେଲ 15:28
6 Referans Kwoze  

ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟି ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସିମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”


ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।


ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।


ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”


ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।


ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ ଓ ସେମାନେ ସେଠାରେ ରହିଲେ।


Swiv nou:

Piblisite


Piblisite