Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ ଓ ସେମାନେ ସେଠାରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

29 ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

29 ଏଣୁ ସାଦୋକ ଓ ଅବିୟାଥର ପୁନର୍ବାର ଯିରୁଶାଲମକୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।

Gade chapit la Kopi




2 ଶାମୁୟେଲ 15:29
4 Referans Kwoze  

ଦେଖ, ତୁମ୍ଭମାନଙ୍କଠାରୁ ମୋʼ ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟି ପାଖରେ ଅପେକ୍ଷା କରିବି।”


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?


ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”


Swiv nou:

Piblisite


Piblisite