Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍‍, ସାଦୋକର ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ।

Gade chapit la Kopi

ଓଡିଆ ବାଇବେଲ

36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍‍, ସାଦୋକର ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହିସବୁ କଥା ସେମାନଙ୍କ ହାତରେ ମୋ’ ନିକଟକୁ କହି ପଠାଇବ।”

Gade chapit la Kopi

ପବିତ୍ର ବାଇବଲ

36 ସେଠାରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ସାଦୋକର ପୁତ୍ର ଅହୀମାସ ଓ ଅବିୟାଥର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋ’ ପାଖକୁ ଖବର ଦେବ।”

Gade chapit la Kopi




2 ଶାମୁୟେଲ 15:36
5 Referans Kwoze  

ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି।


ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।


ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।


ସେ ଏପରି କହୁଥିବା ସମୟରେ, ଦେଖ, ଅବୀୟାଥର ଯାଜକର ପୁତ୍ର ଯୋନାଥନ ଉପସ୍ଥିତ ହେଲା; ତହିଁରେ ଅଦୋନୀୟ କହିଲା, “ଭିତରକୁ ଆସ; କାରଣ ତୁମ୍ଭେ ଯୋଗ୍ୟ ପୁରୁଷ ଓ ସୁସମାଚାର ଆଣିଥିବ।”


Swiv nou:

Piblisite


Piblisite