Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅବଶାଲୋମ ଆହୁରି କହେ, ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋ’ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”

Gade chapit la Kopi

ପବିତ୍ର ବାଇବଲ

4 ଅବଶାଲୋମ କହେ, “ଆଃ, ମୁଁ ଯଦି ଦେଶର ବିଗ୍ଭରକର୍ତ୍ତାରୂପେ ନିଯୁକ୍ତି ହୁଅନ୍ତି ଏବଂ ଯଦି କୌଣସି ଲୋକ ମୋ’ ପାଖକୁ ତା'ର ସମସ୍ୟା କହିବାକୁ ଆସିଥା’ନ୍ତି, ତାହାହେଲେ ମୁଁ ତାକୁ ସାହାଯ୍ୟ କରିଥା’ନ୍ତି ଓ ଯଥାର୍ଥ ଶାସନ ଦେଇଥା’ନ୍ତି।”

Gade chapit la Kopi




2 ଶାମୁୟେଲ 15:4
7 Referans Kwoze  

ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍‍କୁ ଦୂର କରି ଦିଅନ୍ତୁ।” ପୁଣି ସେ ଅବୀମେଲକ୍‍କୁ ଲକ୍ଷ୍ୟ କରି କହିଲା, “ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।”


ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।


ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।


ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।


ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।


Swiv nou:

Piblisite


Piblisite