Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ଵନ କରେ।

Gade chapit la Kopi

ଓଡିଆ ବାଇବେଲ

5 ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।

Gade chapit la Kopi

ପବିତ୍ର ବାଇବଲ

5 ଯଦି କେହି ତାକୁ ପ୍ରଣାମ କରିବାକୁ ଆସେ ତେବେ ସେ ତାକୁ ଧରି ଚୁମ୍ବନ କରୁଥିଲେ।

Gade chapit la Kopi




2 ଶାମୁୟେଲ 15:5
6 Referans Kwoze  

ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।


ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।


ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।


Swiv nou:

Piblisite


Piblisite