2 ଶାମୁୟେଲ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି। Gade chapit laଓଡିଆ ବାଇବେଲ11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି। Gade chapit laପବିତ୍ର ବାଇବଲ11 ଦାଉଦ ଅବିଶୟକୁ ଓ ନିଜର ଦାସମାନଙ୍କୁ କହିଲେ, “ଦେଖ, ମୋର ନିଜ ପୁତ୍ର ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ୟାମୀନ ଗୋଷ୍ଠୀବର୍ଗର ଏହି ଲୋକ ମୋତେ ମାରିବାକୁ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକୁ ଏକା ଛାଡ଼ିଦିଅ। ତାକୁ ଅଭିଶାପ ଦେବାକୁ ଦିଅ। କାରଣ ସଦାପ୍ରଭୁ ତାକୁ ଅନୁମତି ଦେଇ ଅଛନ୍ତି। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’