2 ଶାମୁୟେଲ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ଵ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଶାପ ଦେଲା ଓ ତାଙ୍କୁ ପଥର ଓ ଧୂଳି ପକାଇଲା। Gade chapit laଓଡିଆ ବାଇବେଲ13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା। Gade chapit laପବିତ୍ର ବାଇବଲ13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିୟି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତାରେ ଅନୁସରଣ କରୁଥିଲା ଓ ଅଭିଶାପ ଦେଉଥିଲା। ଏବଂ ସେ ତାଙ୍କୁ ପଥର ଫିଙ୍ଗୁଥାଏ ଓ ଧୂଳି ପକାଉ ଥାଏ। Gade chapit la |