2 ଶାମୁୟେଲ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ପକାଇଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ। Gade chapit laଓଡିଆ ବାଇବେଲ6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ। Gade chapit laପବିତ୍ର ବାଇବଲ6 ଶିମିୟି ଗାଳି ଦେଉ ଦେଉ ଦାଉଦ ଓ ତାଙ୍କର ସୈନ୍ୟମାନଙ୍କ ଉପରକୁ ପଥର ଫିଙ୍ଗୁ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ୟଦଳ ଓ ଲୋକମାନେ ଦାଉଦଙ୍କୁ ଘେରି କରି ରହିଥିଲେ। Gade chapit la |