Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି ଯେବେ ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ।

Gade chapit la Kopi

ଓଡିଆ ବାଇବେଲ

13 ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ।”

Gade chapit la Kopi

ପବିତ୍ର ବାଇବଲ

13 ଆହୁରି ଯେବେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲୀୟମାନେ ସେହି ନଗରକୁ ଦଉଡ଼ି ନେଇ ପଳାୟନ କରିବେ ଓ ଆମ୍ଭେମାନେ ନଗରର ପ୍ରାଚୀରକୁ ଭାଙ୍ଗି ଦେବୁ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ଉପତ୍ୟକାକୁ ଟାଣିଦେବୁ।”

Gade chapit la Kopi




2 ଶାମୁୟେଲ 17:13
3 Referans Kwoze  

“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।


ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।


Swiv nou:

Piblisite


Piblisite