2 ଶାମୁୟେଲ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, ଅବଶାଲୋମକୁ ଓ ଇସ୍ରାଏଲର ପ୍ରାଚୀନଗଣକୁ ଅହୀଥୋଫଲ ଏପରି ଏପରି ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏପରି ଏପରି ମନ୍ତ୍ରଣା ଦେଲି। Gade chapit laଓଡିଆ ବାଇବେଲ15 ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି। Gade chapit laପବିତ୍ର ବାଇବଲ15 ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି। Gade chapit la |