2 ଶାମୁୟେଲ 17:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ଵାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ଵାଦ ଦେଉଥାʼନ୍ତି। Gade chapit laଓଡିଆ ବାଇବେଲ17 ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି। Gade chapit laପବିତ୍ର ବାଇବଲ17 ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐନ୍ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା'ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ। Gade chapit la |