Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, ଅହୀମାସ୍ ଓ ଯୋନାଥନ କାହାନ୍ତି? ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, ସେମାନେ ନଦୀ ପାର ହୋଇ ଗଲେଣି। ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ।

Gade chapit la Kopi

ଓଡିଆ ବାଇବେଲ

20 ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍‍ ଓ ଯୋନାଥନ କାହାନ୍ତି ?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ।

Gade chapit la Kopi

ପବିତ୍ର ବାଇବଲ

20 ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।

Gade chapit la Kopi




2 ଶାମୁୟେଲ 17:20
9 Referans Kwoze  

ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”


ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।


ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।


ତୁମ୍ଭେମାନେ ଚୋରି କରିବ ନାହିଁ, କିଅବା ପ୍ରବଞ୍ଚନା କରିବ ନାହିଁ, କି ପରସ୍ପର ମିଥ୍ୟା କହିବ ନାହିଁ।


ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’”


Swiv nou:

Piblisite


Piblisite