2 ଶାମୁୟେଲ 17:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। Gade chapit laଓଡିଆ ବାଇବେଲ22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। Gade chapit laପବିତ୍ର ବାଇବଲ22 ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ। Gade chapit la |