2 ଶାମୁୟେଲ 17:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ Gade chapit laପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ୍-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ Gade chapit laଓଡିଆ ବାଇବେଲ27 ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ Gade chapit laପବିତ୍ର ବାଇବଲ27 ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ। Gade chapit la |