Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା, ତେବେ ତୁମ୍ଭେ କୁହ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି ? ଯଦି ନ କରିବା, ତେବେ ତୁମ୍ଭେ କୁହ।”

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।”

Gade chapit la Kopi




2 ଶାମୁୟେଲ 17:6
2 Referans Kwoze  

ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”


ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”


Swiv nou:

Piblisite


Piblisite