2 ଶାମୁୟେଲ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ଯୋୟାବ ତାହା ଜଣାଇବା ଲୋକକୁ କହିଲା, ଦେଖ, ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି। Gade chapit laଓଡିଆ ବାଇବେଲ11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।” Gade chapit laପବିତ୍ର ବାଇବଲ11 ଯୋୟାବ ସେ ଲୋକକୁ କହିଲେ, “ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।” Gade chapit la |