2 ଶାମୁୟେଲ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମକୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ। Gade chapit laଓଡିଆ ବାଇବେଲ15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ। Gade chapit laପବିତ୍ର ବାଇବଲ15 ଯୋୟାବଙ୍କର ଦଶ ଜଣ ଯୁବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ଯୁଦ୍ଧରେ ସାହାଯ୍ୟ କରୁଥିଲେ। ସେହି ସୈନିକମାନେ ଅବଶାଲୋମର ଚତୁର୍ପାର୍ଶ୍ୱରେ ଏକତ୍ରିତ ହୋଇ ତାକୁ ହତ୍ୟା କଲେ। Gade chapit la |