2 ଶାମୁୟେଲ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ଯୋୟାବ ତୂରୀ ବଜାନ୍ତେ, ଲୋକମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ଲୋକମାନଙ୍କୁ ଅଟକାଇଲା। Gade chapit laଓଡିଆ ବାଇବେଲ16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା। Gade chapit laପବିତ୍ର ବାଇବଲ16 ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ। Gade chapit la |