2 ଶାମୁୟେଲ 18:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଯୋୟାବ ତାହାକୁ କହିଲା, ଆଜି ତୁମ୍ଭେ ସୁସମ୍ଵାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ଵାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ଵାଦ ନେବ ନାହିଁ। Gade chapit laଓଡିଆ ବାଇବେଲ20 ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।” Gade chapit laପବିତ୍ର ବାଇବଲ20 ଯୋୟାବ ଉତ୍ତରରେ ଅହୀମାସକୁ କହିଲେ, “ନାଁ, ତୁମ୍ଭେ ଏ ସମ୍ବାଦ ଦାଉଦଙ୍କ ପାଖକୁ ନେଇ ଯିବ ନାହିଁ। ତୁମ୍ଭେ ଏ ସମ୍ବାଦ ଅନ୍ୟ ସମୟରେ ନେଇଯିବ। କିନ୍ତୁ ଆଜି ନେବ ନାହିଁ। କାରଣ ରାଜାଙ୍କର ପୁତ୍ର ମରିଅଛି।” Gade chapit la |