Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବକୁ କହିଲା, ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ। ତହିଁରେ ଯୋୟାବ କହିଲା, ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ଵାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋ’ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ ?”

Gade chapit la Kopi

ପବିତ୍ର ବାଇବଲ

22 କିନ୍ତୁ ସାଦୋକର ପୁତ୍ର ଅହୀମାସ ପୁନର୍ବାର ଯୋୟାବକୁ ଅନୁରୋଧ କଲା, “ଯାହା ହେଉନା ପଛେ, ମୋତେ ମଧ୍ୟ ସେଇ କୂଶୀୟମାନଙ୍କ ପଛରେ ଦାଉଦଙ୍କ ଆଡ଼କୁ ଧାଇଁବାକୁ ଦିଅ।” ଯୋୟାବ କହିଲେ, “ମୋ’ ପୁତ୍ର, ତୁମ୍ଭେ କାହିଁକି ଏ ଖବର ନେବାକୁ ଇଚ୍ଛା କର? ଏହା ପାଇଁ କୌଣସି ପୁରସ୍କାର ପାଇବ ନାହିଁ।”

Gade chapit la Kopi




2 ଶାମୁୟେଲ 18:22
6 Referans Kwoze  

ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।


ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।


ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।


ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”


ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”


Swiv nou:

Piblisite


Piblisite