Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହି ସମୟରେ ନଗରର ଦ୍ଵାରଦ୍ଵୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ଵାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

24 ଦାଉଦ ନଗରର ଦୁଇ ଫାଟକର ମଧ୍ୟରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ୱାର ଛାତର କାନ୍ଥ ଉପରକୁ ଯାଇ ଦେଖିଲା ଜଣେ ଲୋକ ଦୌଡ଼ି ଦୌଡ଼ି ଆସୁଅଛି।

Gade chapit la Kopi




2 ଶାମୁୟେଲ 18:24
10 Referans Kwoze  

ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।


ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।


ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।


ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।


ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।


ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।


Swiv nou:

Piblisite


Piblisite