Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ରାଜା କହିଲେ, ସେ ଯୁବାଲୋକ ଅବଶାଲୋମର ମଙ୍ଗଳ ତ? ତହୁଁ ଅହୀମାସ୍ ଉତ୍ତର କଲା, ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକଗହଳ ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

29 ରାଜା ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?” ଅହୀମାସ ଉତ୍ତର ଦେଲା, “ଯୋୟାବ ମୋତେ ଯେତେବେଳେ ପଠାଇଲେ, ମୁଁ ଦେଖିଲି ଏକ ମହା ଲୋକ ଗହଳି। କିନ୍ତୁ ଏହା କ’ଣ ଥିଲା ମୁଁ ଜାଣି ପାରିଲି ନାହିଁ।”

Gade chapit la Kopi




2 ଶାମୁୟେଲ 18:29
6 Referans Kwoze  

ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”


ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।


ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।


ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”


ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”


Swiv nou:

Piblisite


Piblisite