Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଥିରେ ରାଜା କହିଲେ, ଏଆଡ଼େ ଆସି ରହ। ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।

Gade chapit la Kopi

ଓଡିଆ ବାଇବେଲ

30 ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।

Gade chapit la Kopi

ପବିତ୍ର ବାଇବଲ

30 ତା'ପରେ ରାଜା କହିଲେ, “ଏଠାରୁ ପଳାଇ ଆସ ଓ କିଛି ସମୟ ଅପେକ୍ଷା କର।” ଅହୀମାସ ସେଠାରୁ ଯାଇ ଅନ୍ୟତ୍ର ଠିଆ ହୋଇ ଅପେକ୍ଷା କଲା।

Gade chapit la Kopi




2 ଶାମୁୟେଲ 18:30
2 Referans Kwoze  

ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”


ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”


Swiv nou:

Piblisite


Piblisite