Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 18:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହୁଞ୍ଚିଲା; ଆଉ କୂଶୀୟ କହିଲା, ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ଵାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେ ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

31 ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

31 ଠିକ୍ ତା'ପର ସମୟରେ କୂଶୀୟ ଆସି ପହଞ୍ଚିଲା। ସେ କହିଲା, “ମୋର ପ୍ରଭୁ ମହାରାଜାଙ୍କ ପାଇଁ ଏକ ସୁସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରୁଦ୍ଧାଚରଣ କରୁଥିଲେ ସେମାନଙ୍କୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।”

Gade chapit la Kopi




2 ଶାମୁୟେଲ 18:31
11 Referans Kwoze  

ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”


ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।


ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”


ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।


ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।


ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।


Swiv nou:

Piblisite


Piblisite