2 ଶାମୁୟେଲ 18:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)32 ତହିଁରେ ରାଜା ସେହି କୂଶୀୟକୁ ପଚାରିଲେ, ସେ ଯୁବାଲୋକ ଅବଶାଲୋମର ମଙ୍ଗଳ ତ? ତହିଁରେ କୂଶୀୟ ଉତ୍ତର କଲା, ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେସମସ୍ତେ ସେହି ଯୁବାଲୋକ ପରି ହେଉନ୍ତୁ। Gade chapit laଓଡିଆ ବାଇବେଲ32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।” Gade chapit laପବିତ୍ର ବାଇବଲ32 ରାଜା କୂଶୀୟକୁ ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?” କୂଶୀୟ ଉତ୍ତର ଦେଲା, “ମୋର ପ୍ରଭୁ ମହାରାଜାଙ୍କର ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁ ଲୋକମାନେ ଆଗେଇ ଆସିଥିଲେ, ସମସ୍ତେ ସେହି ଯୁବକ ଅବଶାଲୋମ ପରି ହୁଅନ୍ତୁ।” Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।