2 ଶାମୁୟେଲ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ନତ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ। Gade chapit laଓଡିଆ ବାଇବେଲ14 ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।” Gade chapit laପବିତ୍ର ବାଇବଲ14 ଦାଉଦ ଏହିପରି ଭାବରେ ଯିହୁଦାର ସମସ୍ତ ଲୋକମାନଙ୍କର ହୃଦୟକୁ ଛୁଁଇ ଥିଲେ। ତେଣୁ ସେମାନେ ସମସ୍ତେ ଗୋଟିଏ ଲୋକପରି ଏ କଥାରେ ସମ୍ମତି ପ୍ରକାଶ କଲେ। ଯିହୁଦାର ଲୋକମାନେ ରାଜା ଦାଉଦଙ୍କ ନିକଟକୁ ଦୂତ ପଠାଇଲେ, ସେମାନେ କହିଲେ, “ଆପଣ ଓ ଆପଣଙ୍କର ସମସ୍ତ ଦାସ ଫେରି ଆସନ୍ତୁ।” Gade chapit la |