Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟି ଯର୍ଦ୍ଦନ ପାର କରି ଆଣିବାକୁ ଯାଇ ଗିଲ୍ଗଲ୍ରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ରାଜା ଦାଉଦ ଯର୍ଦ୍ଦନ ନଦୀ ପର୍ଯ୍ୟନ୍ତ ଗଲେ। ଯିହୁଦାର ଲୋକମାନେ ରାଜାଙ୍କୁ ଗି‌ଲ୍‌ଗ‌ଲ୍‌ଠାରେ ଭେଟିଲେ ଓ ଯର୍ଦ୍ଦନ ପାର କରି ନେଇଗଲେ।

Gade chapit la Kopi




2 ଶାମୁୟେଲ 19:15
2 Referans Kwoze  

ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।


Swiv nou:

Piblisite


Piblisite