2 ଶାମୁୟେଲ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ସେ ରାଜାଙ୍କୁ କହିଲା, ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। Gade chapit laଓଡିଆ ବାଇବେଲ19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋ’ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋ’ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ। Gade chapit laପବିତ୍ର ବାଇବଲ19 ଶିମିୟି ରାଜାଙ୍କୁ କହିଲା, “ହେ ସଦାପ୍ରଭୁ ମୋର ପ୍ରଭୁ, ମୁଁ କରିଥିବା ପାପ ବିଷୟରେ ଚିନ୍ତା କର ନାହିଁ। ଆପଣ ଯିରୁଶାଲମରୁ ଗଲାପରେ ମୁଁ ଯେଉଁ କୁକର୍ମ କରିଛି ତାହାକୁ ସ୍ମରଣ କରନ୍ତୁ ନାହିଁ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”