2 ଶାମୁୟେଲ 19:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)24 ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍ ରାଜାଙ୍କୁ ଭେଟିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା। Gade chapit laଓଡିଆ ବାଇବେଲ24 ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା। Gade chapit laପବିତ୍ର ବାଇବଲ24 ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କୁ ଭେଟିବା ପାଇଁ ଆସିଲା। ରାଜା ଯିରୁଶାଲମ ଛାଡ଼ିବା ଦିନଠାରୁ ମଫୀବୋଶତ୍ ତା'ର ଦାଢ଼ି କାଟି ନ ଥିଲା। ନିଜର ପାଦ ଧୋଇ ନ ଥିଲା, ତା'ର ବସ୍ତ୍ର ମଧ୍ୟ ସଫା କରି ନ ଥିଲା। Gade chapit la |